ପୋଲିସ SI ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର CBI କୁ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ରାଜ୍ୟକାହାଣୀ ( ଭୁବନେଶ୍ୱର )ବହୁ ଚର୍ଚ୍ଚିତ ପୋଲିସ SI ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇ କୁ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହାଛଡା ପୋଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ଚୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଥିବା ଜଣାପଡ଼ିଛି।

You might also like