ମାଲକାନଗିରି କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ। ମାଲକାନଗିରି ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି। ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର ୨ ଜଣ DSP, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବରଗଡ ଏବଂ ସମ୍ବଲପୁର ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଘର ତଲାସୀ କରାଯାଇଥିଲା।ଓଡିଶା ଭିଜିଲାନ୍ସ ଦ୍ୱାରା ଜାରି ଏକ ସୂଚନା ଅନୁଯାୟୀ,ଚଢ଼ଉ ହୋଇଥିବା ସ୍ଥାନଗୁଡ଼ିକ ମଧ୍ୟରେ ବରଗଡ଼ର ଏକ ଦ୍ୱିତଳ ଆବାସିକ କୋଠା, ସମ୍ବଲପୁରର ଚାରଭାଟିରେ ଏକ କୋଠା, ବରଗଡ଼ରେ ତାଙ୍କ ପୈତୃକ ଘର ଏବଂ ସମ୍ବଲପୁରରେ ତାଙ୍କ କାର୍ଯ୍ୟାଳୟ ଅନ୍ତର୍ଭୁକ୍ତ। ସୁନ୍ଦରଗଡ ସିଭିଲ ସ୍ପଲାଏ ଅଫିସ (OSCSC)ର ସୁନ୍ଦରଗଡ ସ୍ଥିତ କାର୍ଯ୍ୟାଳୟର ଜୁନିଅର ଆକାଉଣ୍ଟାଣ୍ଟ ରବୀନ୍ଦ୍ର କୁମାର ବାରିକଙ୍କ ବିରୋ?ଧରେ ଆୟଠାରୁ ଅଧିକ ସମ୍ପତ୍ତି (DA)ରଖିବା ଅଭିଯୋଗ ହୋଇଛି।

You might also like