ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି-ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ । ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ ଅପମିଶ୍ରିତ ହୋଇ ରହିଛି ।ତେବେ ଚଳିତ ବର୍ଷ ୨୯ ଟି ପାଣି ନମୁନା ପରୀକ୍ଷା ହୋଇଥିବା ବେଳେ ୮ଟି ସାମ୍ପୁଲ ଅନସେଫ ବାହାରିଛି ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

You might also like