ସମ୍ବଲପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ରାଜ୍ୟ କାହାଣୀ (ଭୁବନେଶ୍ୱର )ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ବ ନୂଆଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ। ଅଗଷ୍ଟ ୨୮ ତାରିଖ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଗୁରୁବାର ସକାଳ ୧୦ଟା ୩୩ ମିନିଟରୁ ୧୦ଟା ୫୫ ମିନିଟ୍ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ । ତା’ ପରେ ଘରେ ଘରେ ଲୋକେ ନୂଆ ଖାଇବେ । ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ପକ୍ଷରୁ ଏହି ଲଗ୍ନ ଧାର୍ଯ୍ୟ କରାଯାଇଛି।

You might also like