ଆଇସିସି କମିଟି ନକଲେ କଲେଜ କର୍ତ୍ତୁପକ୍ଷଙ୍କ ଦରମା ବନ୍ଦ ହେବ

ରାଜ୍ୟ କାହାଣୀ (ଭୁବନେଶ୍ୱର )କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି।ଏହି କମିଟି ନ କଲେ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି , ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, POSH ACT ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ତେଣୁ POSH ACT ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନ କାର୍ଯ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ମଧ୍ୟ ହେବ ।

You might also like