ଆସନ୍ତା ୨୮ ତାରିଖରେ ବାର ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତା ୨୮ ତାରିଖରେ ବାର ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ । ଓଏସବିସି ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ୱୀବେଦୀ ସୂଚନା ଦେଇଛନ୍ତି । ରାଜ୍ୟ ଆଇନଜୀବୀ ପରିଷଦ ସହ ଅନୁବନ୍ଧିତ ୧୫୮ ଆସୋସିଏସନରେ ନିର୍ବାଚନ ହେବ । ନିର୍ବାଚନୀ ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ଭିଡିଓଗ୍ରାଫି କରିବାକୁ ପରିଷଦ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ସକାଳ ସାଢେ ୭ଟାରୁ ୩ଟା ଯାଏଁ ହେବ ଭୋଟ ଗ୍ରହଣ । ନିର୍ବାଚନରେ ମୋଟ ୩୮ ହଜାର ୮୮୩ ଜଣ ମତ ସାବ୍ୟସ୍ତ କରିବେ । ନବରଙ୍ଗପୁର ଓ ଜଟଣୀ ବାର ଆସୋସିଏସନ ନିର୍ବାଚନ ଅନ୍ୟାଦେଶ ଯାଏଁ ସ୍ଥଗିତ ରହିଛି ।

You might also like