ଓଇଆରସି ଛାଡିଲେ ପ୍ରଦୀପ ଜେନା

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଇଆରସି ଛାଡିଲେ ପ୍ରଦୀପ ଜେନା । ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସୂଚନା  । ଏପରକି ପ୍ରଦୀପଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏନେଇ ଶକ୍ତି ବିଭାଗ ପକ୍ଷରୁ ସୋମବାର ଏକ ଅଧିସୂଚନା ଜାରି କରାଯାଇଛି।ରାଜ୍ୟପାଳଙ୍କ ଆଦେଶ କ୍ରମେ ଇସ୍ତଫାକୁ ଗ୍ରହଣ କରାଯାଇଥିବା ବେଳେ,୨୦୨୬ ମେ ୨୫ରେ ପ୍ରଦୀପ ପଦ ଛାଡ଼ିବାକୁ ଅନୁମତି ପାଇଛନ୍ତି ।

You might also like