କୋଣାର୍କ ସୂର୍ଯ୍ୟ ମନ୍ଦିର ବନ୍ଦ

ରାଜ୍ୟ କାହାଣୀ (ଭୁବନେଶ୍ୱର )ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଛନ୍ତି । ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ସରକାରଙ୍କୁ ଘେରିଛନ୍ତି ।ଏହି ପ୍ରତିବାଦରେ ସିପିଆଇ, ସିପିଆଇଏମ ସମେତ ୭ଟି ଦଳର ସମର୍ଥନ ରହିଛି।ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏଁ ବନ୍ଦ ପାଳନ ହେବ। ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ପିକେଟିଂ। ତେବେ କୋଣାର୍କ ସୂର୍ଯ୍ୟ ମନ୍ଦିର ଆଜି ବନ୍ଦ। କୋଣାର୍କ ବନ୍ଦ ଯୋଗୁଁ ଫେରିଗଲେ ପର୍ଯ୍ୟଟକ।

You might also like