ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖୁବଶୀଘ୍ର ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବାକୁ ଯାଉଛି । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ନିଶଆମୁକ୍ତ ଓଡିଶା ଅଭିଯାନ ଜୋରଦାର ହେବ ।ଅବୈଧ ନିଶା କାରବାର ରୋକିବା ପାଇଁ ବି ପଦକ୍ଷେପ ନିଆଯିବ। ଚଢ଼ାଉ ବେଳେ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବଡି କ୍ୟାମେରା ପିନ୍ଧିବେ। ଏହାଦ୍ୱାରା କୋର୍ଟରେ ଭିଡିଓ ପ୍ରମାଣ ଦେଇପାରିବେ ତଦନ୍ତକାରୀ ଅଫିସର।

You might also like