ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ! ଓଡ଼ିଶାରେ ସେମିକଣ୍ଡକ୍ଟର ହବ୍ ପାଇଁ ପ୍ରସ୍ତୁତି
ଭୁବନେଶ୍ୱର (ରାଜ୍ୟ କାହାଣୀ )ସଂଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ରୋଡ ସୋରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇଟି ଟିମ୍ ଯାଇଛନ୍ତି । ୟୁରୋପ, ଜାପାନ, ସାଉଥ୍ କୋରିଆ ଟିମ୍ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ଅଛି । ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ସେମାନେ ଆଗ୍ରହ ପ୍ରକାଶ କରିଛନ୍ତି । ଓଡ଼ିଶାକୁ ସେମି କଣ୍ଡକ୍ଟର ହବ କରିବାକୁ ଯୋଜନା କରୁଛନ୍ତି ସରକାର ।