ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ପତ୍ର ସ୍ମାରକୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ୬୮ତମ ଜନ୍ମଦିନ। ନିଜ ଜନ୍ମମାଟିରେ ହିଁ ଜନ୍ମଦିନକୁ ପାଳନ କରିବେ ମହାମହିମ।ତେବେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ପତ୍ର ସ୍ମାରକୀ ପ୍ରଦାନ କରୁଛନ୍ତି।