୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
ଭୁବନେଶ୍ୱର (ରାଜ୍ୟକାହାଣୀ )୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ। ଛତିଶଗଡ଼ ସୁକମା ଏସପିଙ୍କ ନିକଟରେ ୨୨ ହାର୍ଡକୋର ମାଓବାଦୀ ସରେଣ୍ଡର କରିଛନ୍ତି । ଶିର୍ଷ ନେତାଙ୍କ ଏନକାଉଣ୍ଟର ସହ ସରକାରଙ୍କ ମାଓ ଦମନ ନୀତିରେ ଅନୁପ୍ରାଣିତ ହୋଇ ସମାଜରେ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି ମାଓବାଦୀ। ଆତ୍ମସମର୍ପଣ ପରେ ସମସ୍ତ ମାଓବାଦୀଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ସହ ସବୁ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦିଆଯାଇଥିବା କହିଛନ୍ତି ସୁକମା ASP ରୋହିତ ସାହା।