ସଡ଼କ ଦୁର୍ଘଟଣାରେ ଜଣେ ମୃତ : ୩ ଗୁରୁତର

ଗଞ୍ଜାମ(ରାଜ୍ୟକାହାଣୀ) : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଧମରପୁର ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ମୃତକଙ୍କ ପରିଚୟ ବର୍ତମାନ ସୁଦ୍ଧା ମିଳିପାରି ନାହିଁ ।।

Leave A Reply

Your email address will not be published.