କୋଭିଡ଼ ମୁକାବିଲା: ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:(ରାଜ୍ୟକାହାଣୀ) କୋଭିଡ଼ ଦ୍ଵିତୀୟ ଲହରୀ ର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଜ୍ୟାୟରେ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ ।

Leave A Reply

Your email address will not be published.