୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ରାଜ୍ୟକାହାଣୀ):ଗତ ୨୪ ଘଂଟାରେ ୬୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷ ଭିତରେ ୯୬ ଜଣ ଆକ୍ରାନ୍ତ ଅଛନ୍ତି । ଏମାନଙ୍କ ଭିତରୁ ୩୬୭ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୬୧ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୭୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୨ ଜଣ, କୋରାପୁଟରୁ ୧୬ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ ପୁଲରୁ ୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

twenty + three =