ଡେମୋ ଦେଖାଇଲା ଗୋବିନ୍ଦ

ଭୁବନେଶ୍ୱର(ରାଜ୍ୟକାହାଣୀ): ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ନେଇ ପୋଲିସ ସିନ ରୀକ୍ରିଏସନ କରିଛି। ଆଜି ଭୋରରେ ତାକୁ ମହାଲିଙ୍ଗ ଷ୍ଟାଡିୟମକୁ ନିଆଯାଇଥିଲା। ସେଠାରେ କେମିତି ମମିତା କୁ ପୋଡିଥିଲା ଓ କେମିତି ପତିଥିଲା ସେସବୁର ଡେମୋ ଦେଖିଛି । ଷ୍ଟାଡିୟମରେ ପ୍ରାୟ ୧୫ ମିନିଟ୍ ଧରି ସିନ୍ ରିକ୍ରିଏସନ୍ କରାଯାଇଥିଲା। ଏହି ସମୟରେ ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗିର ଏସ୍‌ପି ନୀତୀନ କୁଶଲକର ସେଠାରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.

1 × 4 =