ରଙ୍ଗବତୀ ଗୀତର ଗୀତିକାର ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ

ସମ୍ୱଲପୁର:(ରାଜ୍ୟକାହାଣୀ) ଛାତିରେ ଯନ୍ତ୍ରଣା ହେବାରୁ ରଙ୍ଗବତୀ ଗୀତର ଗୀତିକାର ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରଥମେ ତାଙ୍କୁ ସମ୍ୱଲପୁର ମେଡିକାଲ ଓ ପରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ତାଙ୍କ ସମ୍ପର୍କୀୟ ସୂଚନା ଦେଇଛନ୍ତି।

Leave A Reply

Your email address will not be published.

thirteen + 1 =