ଓମଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆ ଘିଅରେ ପ୍ରସ୍ତୁତ ହେଉ ମହାପ୍ରସାଦ

ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପାଇଁ ମୋଦିଙ୍କୁ ଚିଠି ପ୍ରଦାନ । ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ସୁଆର ମହାସୁଆର ସେବାୟତ ନିଯୋଗ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ ଜମିରେ ଗାଈ ଫାର୍ମ କରାଯିବା ପାଇଁ ଚିଠିରେ ଉଲ୍ଲେଖ ରହିଥିବାବେଳେ ମହାପ୍ରଭୁଙ୍କ ଗଚ୍ଛିତ ଅର୍ଥରେ ଗୋ’ଶାଳା ଏବଂ ଡାଏରୀ ଫାର୍ମ କରାଯିବାକୁ ସୁଆର ମହାସୁଆର ସେବାୟତ ନିଯୋଗ ଚିଠି ଲେଖିଛନ୍ତି।

Leave A Reply

Your email address will not be published.

two + twenty =