ପ୍ରକାଶ ପାଇଲା ୟୁଜିସି ନେଟ୍‌

ନ୍ୟାସନାଲ୍ ଟେଷ୍ଟିଙ୍ଗ ଏଜେନ୍ସି(ଏନଟିଏ) ପକ୍ଷରୁ ଗୁରୁବାର ୟୁଜିସି ନେଟ୍ ୨୦୨୪ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜେଏଆର୍‌ଏଫ୍‌, ଆସିଷ୍ଟାଣ୍ଟ ପ୍ରେଫସର ଏବଂ ପିଏଚଡି ପାଇଁ ମୋଟ୍ ୧୧ଲକ୍ଷ ୨୧ହଜାର ୨୨୫ଜଣ ପରୀକ୍ଷାର୍ଥୀ ନାମ ପଞ୍ଜୀକରଣ କରିଥିଲେ। ପରୀକ୍ଷାଫଳ ସହିତ ବିଷୟ ଭିତ୍ତିକ କଟଅଫ ମାର୍କ ମଧ୍ୟ ପ୍ରକାଶ କରାଯାଇଛି। ୟୁଜିସି ନେଟ-୨୦୨୪ ପରୀଫାଳ ଅଫିସିଆଲ ୱେବସାଇଟ ugcnet.nta.ac.inରେ ଦେଖିପାରିବେ ଏବଂ ସ୍କୋରକାର୍ଡ ଡାଉନଲୋଡ କରିପାରିବେ। ୟୁଜିସି ନେଟ ଜୁନ ୨୦୨୪ ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟମ୍ବର ୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.

eighteen − six =