ଜାତୀୟ ଉତ୍ସବ ଭାବେ ଆୟୋଜିତ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ 

ଭୁବନେଶ୍ୱର(ରାଜ୍ୟକାହାଣୀ)ଜାତୀୟ ଉତ୍ସବ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ଉତ୍ସବ ଭାବେ ଆୟୋଜନ କରାଯିବ । ଆୟୋଜନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ।ଓଡ଼ିଶାର କିମ୍ବଦନ୍ତୀ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ ଅସ୍ମିତା ପାଇଁ ଏହା ଏକ ଶ୍ରଦ୍ଧାଞ୍ଜଳି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱାତଙ୍କୁ ମୋର ଆନ୍ତରିକ କୃତଜ୍ଞତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷରେ ଓଡିଶା ସରକାର ବର୍ଷସାରା ଜନ୍ମ ବାର୍ଷିକୀ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.

four × 1 =