ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନଜାତି ଗୌରବ ଦିବସକୁ କରିବେ ଉଦଘାଟନ । ଏହି ଅବସରରେ ସ୍ୱାଧିନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମତିଥି ପାଳନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମ ୧୫ରୁ ଆରମ୍ଭ ହୋଇ ବର୍ଷବ୍ୟାପୀ ଚାଲିବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ।ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶେଷଥର ଲାଗି ଗତ ସେପ୍ଟେମ୍ବର ମାସ ୧୭ ତାରିଖରେ ଓଡ଼ିଶାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବାକୁ ଭୁବନେଶ୍ବର ଆସିଥିଲେ।

Leave A Reply

Your email address will not be published.

2 × 3 =