ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । କଳା, ବିଜ୍ଞାନ , ବାଣିଜ୍ୟ ଓ ଧନ୍ଦାମୂଳକ ପିଲାଙ୍କ ବୋର୍ଡ ପରୀକ୍ଷା । ଫେବୃଆରୀ ୧୮ ତାରିଖରୁ ବିଜ୍ଞାନ ଛାତ୍ରଙ୍କ ପରୀକ୍ଷା ଆରମ୍ଭ । ଫେବୃଆରୀ ୧୯ ରେ କଳା ଓ ବାଣିଜ୍ୟ ପିଲାଙ୍କ ପରୀକ୍ଷା ଆରମ୍ଭ। ଫେବୃଆରୀ ୧୮ ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ ଥିଓରୀ ପରୀକ୍ଷା। ଜାନୁଆରୀ ୨ ରୁ ୧୨ ତାରିଖ ଯାଏଁ ହେବ ପ୍ରାକ୍ଟିକାଲ ପରୀକ୍ଷା ।

Leave A Reply

Your email address will not be published.

5 × 4 =