ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ACF । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସମ୍ବଲପୁର ଏବଂ ବରଗଡ଼ର ୯ଟି ସ୍ଥାନରେ ରେଡ୍ କରାଯାଉଛି। ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ କରାଯାଇଛି। ACFଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ  ଯାଞ୍ଚ କରାଯାଇଛି।ଏହି ଚଢାଉରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। 

Leave A Reply

Your email address will not be published.

20 + 18 =