ୱାନ ନେସନ, ୱାନ ଇଲେକ୍ସନ ବିଲ୍‌ କୁ ଅନୁମୋଦନ ।

 ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ଏହା ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି।କ୍ୟାବିନେଟ୍‌ ମଞ୍ଜୁରୀ  ନେଇ ଜାତୀୟ ଗଣମାଧ୍ୟମରେ ହେଉଛି ଚର୍ଚ୍ଚା ।

ସୂଚନାମୁତାକ, ୱାନ ନେସନ, ୱାନ ଇଲେକ୍ସନ ବିଲ୍‌ କୁ  ଆସନ୍ତା ସପ୍ତାହ ଏହି ଶୀତ ଅଧିବେଶନରେ ଆଗତ କରାଯିବାର ସମ୍ଭବନା ରହିଛି । ସର୍ବ ପ୍ରଥମେ ଜେପିସି କମିଟିର ଗଠନ କରାଯିବ  ଏବଂ ଏଥିରେ ସମସ୍ତ ଦଳର ମତ ଲୋଡା ଯିବ। ଶେଷରେ  ଏହି ବିଧେୟକଟି  ସଂସଦରେ ଉପସ୍ଥାପନା କରାଯିବ ଆଉ ଏହାକୁ ପାସ୍‌  କରାଯିବ ।  

Leave A Reply

Your email address will not be published.

1 × four =