ବୈକୁଣ୍ଠଧାମ ଆଶ୍ରମ : ଅନ୍ତରୀଣ ସୁରକ୍ଷା ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ)  ଭୁବନେଶ୍ବର ଘାଟିକିଆ ମୌଜା ଅନ୍ତର୍ଗତ ଖଣ୍ଡଗିରିବାରିସ୍ଥିତ ବୈକୁଣ୍ଠଧାମ ଆଶ୍ରମ ପାଇଁ ବଢିଛି ଅଡ଼ୁଆ ।  ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଏହା ଉପରେ ଫେବୃୟାରୀ ୩ ତାରିଖରେ କୋର୍ଟରେ ଜବାବ୍ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ। ମାମଲାର ପରବର୍ତ୍ତି ଶୁଣାଣି ଆସନ୍ତା ଫେବୃୟାରୀ ୩ ତାରିଖକୁ ଧାର୍ୟ୍ୟ କରିଛନ୍ତି ଉଚ୍ଚ ଅଦାଲତ। 

Leave A Reply

Your email address will not be published.

5 × 5 =