ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । 

 ମଧ୍ୟାହ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଏଥିରେ ପାଖାପାଖି ୩୮ କୋଟି ଟଙ୍କାର ବୟ ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି । ଅର୍ଥନୈତିକ ବିକାଶ ଅର୍ଥନୈତିକକୁ ସୁଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଗ୍ରାମାଞ୍ଚଳ ର ବିକାଶ ହେବ ।  ଗିଫ୍ଟ milk ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ।

Leave A Reply

Your email address will not be published.

nineteen − nine =