ଶ୍ରୀମନ୍ଦିରକୁ ଜଗିବ ୱାଚ ଟାୱାର। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ ) ଶ୍ରୀମନ୍ଦିରକୁ ଜଗିବ ୱାଚ ଟାୱାର। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଗର୍ଭଗୃହର ଫଟୋ ଏବଂ ଭିଡିଓ ଭାଇରାଲ ପରେ ଏଭଳି ୱାଚ ଟାୱାର ପାଇଁ ନିଷ୍ପତ୍ତି ନେଉଛନ୍ତି ସରକାର।ଗର୍ଭଗୃହ ଫୋଟୋ ଭାଇରାଲ ହେବାର ତଦନ୍ତ କରୁଛି ପୋଲିସ । ଯିଏ ବି ଏହା କରିଛି, ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଶ୍ରୀମନ୍ଦିର ସୁରକ୍ଷା ପାଇଁ ସବୁ ବ୍ୟବସ୍ଥା କରାଯିବ । ଚାରି ଦୁଆରରେ ସିସିଟିଭି ଜରିଆରେ କଡା ଚେକିଂ ହେଉଛି ବୋଲି କହିଛନ୍ତି  ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

Leave A Reply

Your email address will not be published.

15 + 1 =