ବଳରାମ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ଋଣ ବୃଦ୍ଧି

ଭୁବନେଶ୍ଵର ( ରାଜ୍ୟ କାହାଣୀ) ଏବେ ସରକାର ‘ବଳରାମ’ ଯୋଜନାରେ ଭୂମିହୀନ ଚାଷୀଙ୍କୁ ବିନା ବନ୍ଧକରେ ରିହାତି ଦରରେ ପ୍ରଦାନ କରୁଥିବା ଋଣର ପରିମାଣକୁ ୨ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ପୂର୍ବରୁ ଏହି ଋଣ ପରିମାଣ ୧ଲକ୍ଷ ୬୦ହଜାର ଟଙ୍କା ଥିଲା। ଭାରତୀୟ ରିଜର୍ଭ ବ୍ୟାଙ୍କର ନୂଆ ନିର୍ଦ୍ଦେଶନାମା ପରେ ରାଜ୍ୟ କୃଷି ବିଭାଗ ପକ୍ଷରୁ ‘ବଳରାମ’ ଯୋଜନାର ହିତାଧିକାରୀଙ୍କୁ ଦେଉଥିବା ଋଣ ପରିମାଣକୁ ୨ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ୨୦୨୦ରେ ବଳରାମ ଯୋଜନା ଆରମ୍ଭ ହୋଇଥିଲା। ଏଥିରେ ଚାଷୀଙ୍କୁ ୧.୬ ଲକ୍ଷ ଟଙ୍କା ଋଣ ଦିଆଯିବା ନେଇ ଘୋଷଣା ହୋଇଥିଲା।

Leave A Reply

Your email address will not be published.

10 − six =