ସବୁ ବ୍ଲକ୍‌ରେ ଆରମ୍ଭ ହେବ ଗ୍ରାମ ନ୍ୟାୟାଳୟ

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ଗ୍ରାମ ନ୍ୟାୟାଳୟ ଖୋଲିଲେ ମାମଲା ସଂଖ୍ୟା କମିବ । ଆଇନ ବ୍ୟବସ୍ଥା ଉପରେ ଚାପ କମିବ । ଯାହାଦ୍ୱାରା ସାଧାରଣ ଲୋକ ତ୍ୱରିତ ନ୍ୟାୟ ପାଇପାରିବ । ଗ୍ରାମ ନ୍ୟାୟାଳୟରେ ମଧ୍ୟସ୍ତତା ମାଧ୍ୟମରେ ମାମଲା ସମାଧାନ କରିବାରେ ସହାୟକ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ଏହା ସହିତ ରାଜ୍ୟରେ ଅଦରକାରୀ ଆଇନ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ  ହୋଇଛି ।  ଖୁବଶୀଘ୍ର ସେହି ଆଇନ ଗୁଡିକ ଅଳିଆ ଗଦାକୁ ପକା ହେବ । ଲ ରିଭିଜନ କମିଶନ କରି ଏହି ବ୍ୟବସ୍ଥା କରାଯିବ ।

Leave A Reply

Your email address will not be published.

three × 1 =