ପୁଣି ଅଭିନେତା ମନୋଜଙ୍କ ନାଁରେ ଏତଲା

ଭୁବନେଶ୍ୱର(ରାଜ୍ୟକାହାଣୀ) ପୁଣି ଅଡୁଆରେ ପଡିଲେ ଅଭିନେତା ମନୋଜ ମିଶ୍ର । ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ ।ଏହି ମାମଲାରେ  ସଙ୍ଘର ସଭାପତି ସବ୍ୟସାଚୀ ମହାପାତ୍ର  ପ୍ରତିକ୍ରିୟା  ରଖି କହିଛନ୍ତି, ଯେକୌସି ନୂଆ ଫିଲ୍ମ  ଆସିଲେ  ମନୋଜ  ରଖୁଛନ୍ତି ମନ୍ତବ୍ୟ ।ଫିଲ୍ମ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାଙ୍କୁ  କରୁଛନ୍ତି ଆକ୍ଷେପ । ଭାଷା କହିଲାବେଳେ ସଂଜତ ହୋଇ କହିବା ସିଖିନାହାଁନ୍ତି ମନୋଜ । ଯାହା ପାଟିକୁ ଆସିଲା ସେଇଆ କହିଦେଉଛନ୍ତି । ସୋସିଆଲ ମିଡିଆରେ  ଏଭଳି  ଆକ୍ଷେପ  ଯୋଗୁଁ   କଷ୍ଟ ଲାଗୁଛି  ବୋଲି କହିଛନ୍ତି ସବ୍ୟସାଚୀ ମହାପାତ୍ର  ।   

Leave A Reply

Your email address will not be published.

6 + fourteen =