ଆର୍‌ବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଲା 

 RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି । ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ତାଙ୍କୁ ଚେନ୍ନାଇର ଆପୋଲୋ ହସପିଟାଲରେ ଭର୍ତ୍ତି କରାଯାଇଛି । ଏସିଡିଟି ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିବା ସୂଚନା ମିଳିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଓ ଆଗାମୀ ୨-୩ ଘଣ୍ଟା ମଧ୍ୟରେ ଡିସଚାର୍ଜ ହେବେ ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଆର୍‌ବିଆଇର ମୁଖପାତ୍ର ତାଙ୍କ ସ୍ବାସ୍ଥ୍ୟ ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ ‘‘ଚିନ୍ତା କରିବାର କୌଣସି କାରଣ ନାହିଁ। ସେ ଏବେ ଭଲ ଅଛନ୍ତି ଓ ଖୁବ୍‌ ଶୀଘ୍ର ଡିସ୍‌ଚାର୍ଜ ହେବେ।’’

Leave A Reply

Your email address will not be published.

seventeen − nine =