ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

You might also like