ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ |୩୧ ଜାନୁଆରୀ  ସୁଦ୍ଧା ଯଦି ଇ-କେୱାଇସି ନକରୁଛନ୍ତି ତେବେ ଆପଣଙ୍କ ରାସନ କାର୍ଡ କଟିଯିବ । ଆଉ ମିଳିବନି ରାସନ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା  ୪୯ ଲକ୍ଷ ହିତାଧିକାରୀ  କରିନାହାଁନ୍ତି  ଇ-କେୱାଇସି ।ତୁରନ୍ତ କରନ୍ତୁ E-KYC: ରାସନ କାର୍ଡରେ ପଞ୍ଜୀକୃତ ସମସ୍ତ ସଦସ୍ୟଙ୍କ ପାଇଁ E-KYC ବାଧ୍ୟତାମୂଳକ କରାଯାଇଛି । ଯାହା ଫଳରେ ପ୍ରକୃତ ଯୋଗ୍ୟ ହିତାଧିକାରୀ ସରକାରଙ୍କ ସୁବିଧା ପାଇବାରୁ ବଞ୍ଚିତ ହେବେ ନାହିଁ । ଅଗଷ୍ଟ ମାସରୁ ରାସନ କାର୍ଡ ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର ।  

Leave A Reply

Your email address will not be published.

one × 1 =