ଭୁବନେଶ୍ୱର(ରାଜ୍ୟକାହାଣୀ ) ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତିଙ୍କ ପୁରସ୍କାର ଘୋଷଣା । ଓଡିଶାରୁ ୧୯ ପୋଲିସ ପାଇବେ ରାଷ୍ଟ୍ରପତି ପୁରସ୍କାର । ସାହସିକତା ପାଇଁ ୬ ପୋଲିସକୁ ମିଳିବ ପୁରସ୍କାର । ସେହିପରି ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିବ ପୁରସ୍କାର। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ପାଇବେ ରାଷ୍ଟ୍ରପତି ପୁରସ୍କାର।