ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ନିଯୁକ୍ତ

 ରାଜ୍ୟ କାହାଣୀ (ଭୁବନେଶ୍ୱର )ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି ।ବରିଷ୍ଠ ଓଏଏସ୍ ଅଧିକାରୀ ମିର୍ଦ୍ଧା ଟପ୍ପୋ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ। ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏହି ନୂଆ ନିଯୁକ୍ତି ମିଳିଥିବା ନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

You might also like