କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଶିଷ ଠାକରେ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଡେପୁଟେସନରେ ଆଶିଷ ଠାକରେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି। ନୂତନ ଦାୟିତ୍ୱ ଗ୍ରହଣ କରିବା ପାଇଁ ତାଙ୍କୁ ତୁରନ୍ତ ତାଙ୍କ ଦାୟିତ୍ୱରୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସରକାର ବଦଳିବା ପରେ ଅନେକ IAS ଅଫିସର କେନ୍ଦ୍ରୀୟ ଡେପୁଟେସନରେ ଯାଉଛନ୍ତି।

You might also like