ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା । 

ଭୁବନେଶ୍ୱର(ରାଜ୍ୟକାହାଣୀ)  ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା । ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ ଆହୁରି କହିଛନ୍ତି, ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ଟଙ୍କା ଫେରସ୍ତ ନେଇ ଆଇନଗତ ତର୍ଜମା କରୁଛି କମିଟି। ଖୁବ ଶୀଘ୍ର କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ ହେବ ବୋଲି ମନମୋହନ ସ୍ପଷ୍ଟ କରିଛନ୍ତି।ଆସନ୍ତାକାଲି ମୋହନ ମାଝୀ ସରକାରକୁ ୧୦୦ଦିନ ପୂରିବାକୁ ଯାଉଛି।

Leave A Reply

Your email address will not be published.

five × five =