ଏପ୍ରିଲରୁ ଭାରତରେ ଚାଇନା ସିସିଟିଭି କ୍ୟାମେରା ବିକ୍ରି ଉପରେ ରୋକ ଲାଗିପାରେ

ଭାରତରେ ସିସିଟିଭି କ୍ୟାମେରାକୁ ନେଇ ବଡ଼ ନିଷ୍ପତ୍ତି। ଗତ କିଛି ସମୟ ହେବ ଭାରତରେ ସିସିଟିଭିର ସିକ୍ୟୁରିଟିକୁ ନେଇ ପ୍ରଶ୍ନ ଉଠୁଛି। କାରଣ ଅଧିକାଂଶ ସିସିଟିଭି କ୍ୟାମେରା ଖୁବ୍ ବିପଦରେ ରହିଛି। ଏହାର କାରଣ ହେଉଛି ଦୁବଳ ସିକ୍ୟୁରିଟି ଏବଂ ପଲିସି। କାରଣ ଭାରତରେ କମ୍ ସିକ୍ୟୁରିଟି ଥିବା

ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ରଖିଲା କଟା ଶରୀର

ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ ନିର୍ମମ ଭାବରେ ହତ୍ୟା କରିଥିଲେ। କେବଳ ଏତିକି ନୁହେଁ ହତ୍ୟା ପରେ ସେ ମହିଳାଙ୍କ ଶରୀରକୁ ଅନେକ ଖଣ୍ଡ ଖଣ୍ଡ କରି ଏକ ଫ୍ରିଜରେ

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଇ ଧରା ପଡିଲେ ଟ୍ରେଜେରୀ କର୍ମଚାରୀ । ନୟାଗଡ଼ ଖଣ୍ଡପଡା ସଵ ଟ୍ରେଜେରୀ କର୍ମଚାରୀ ସରୋଜ ସାହୁ । ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ।ଜଣେ ପେନସନଭୋଗୀଙ୍କ ସପକ୍ଷରେ ପେନସନଭୋଗୀଙ୍କଠାରୁ ୩ ହଜାର ଲାଞ୍ଚ ଦାବି କରିବା ଏବଂ ନେବା

ଏପ୍ରିଲ ୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ

ଭୁବନେଶ୍ୱର( ରାଜ୍ୟ କାହାଣୀ)ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ ନିଜର ଦୈନନ୍ଦିନ ଜୀବନର ଅଂଶବିଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ବିଗତ ବର୍ଷ ୨୦୨୫ ମସିହାରେ ସାରା ରାଜ୍ୟରେ ପ୍ରଥମ ଥର ପାଇଁ ଓଡ଼ିଆ ଅସ୍ମିତାର ମହାପର୍ବ- "ଓଡ଼ିଆ ପକ୍ଷ"

ଆଉ ୨ ଦିନ ବଢ଼ିପାରେ ଟୋକନ ଅବଧି ; ସଙ୍କେତ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍‌ଲାଇନ୍‌ ଧାର୍ଯ୍ୟ ହୋଇଥିବା ବେଳେ ଦରକାର ପଡ଼ିଲେ ଆଉ୨ ଦିନ ପର୍ଯ୍ୟନ୍ତ ଅବଧି ବଢ଼ିପାରେ କହିଲେ ଯୋଗାଣ ମନ୍ତ୍ରୀ

ଭୋଟର ତାଲିକାରୁ ବାଦ ପଡିଲେ ୭.୬୮ ଲକ୍ଷ ମତଦାତା

ରାଜ୍ୟ କାହାଣୀ (ଭୁବନେଶ୍ଵର)ବିଧାନସଭାରୁ ଆସିଲା ସାଂଘାତିକ ତଥ୍ୟ। ଭୋଟର ଜାଲିଆତିରେ ବଡ଼ ଖୁଲାସା କରିଛନ୍ତି ନିର୍ବାଚନ ଅଧିକାରୀ । ରାଜ୍ୟରେ ଭୋଟର ତାଲିକା ସଂଶୋଧନରେ ବାଦ୍ ପଡ଼ିଲେ ୭ ଲକ୍ଷ ୬୮ ହଜାର ୫୨୧ ଜଣ ଭୋଟର ବୋଲି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ

ଆଜି ବିଶ୍ୱ ଇଟିଲି ଦିବସ

ବିଶ୍ୱ ଇଟିଲି ଦିବସ ପ୍ରତିବର୍ଷ ମାର୍ଚ୍ଚ ୩୦ ତାରିଖରେ ପାଳନ କରାଯାଏ। ଏହି ଦିନଟି ଲୋକପ୍ରିୟ ଦକ୍ଷିଣ ଭାରତୀୟ ଜଳଖିଆ 'ଇଟିଲି' ସମ୍ମାନ ଜଣାଇବା ଏବଂ ଏହାର ସ୍ୱାଦ ଓ ସହଜରେ ହଜମ ହେଉଥିବାରୁ ଉତ୍ସବ ଭାବରେ ପାଳନ କରିବା ପାଇଁ ଉଦ୍ଧିଷ୍ଟ। ଏହି ଦିବସର ଆରମ୍ଭ ୨୦୧୫ରେ ହୋଇଥିଲା। ଚେନ୍ନାଇର ଜଣେ

ରାଜଧାନୀରେ ମହିଳାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରେ ଲଜ୍ଜା । ଲିଫ୍ଟ ଦେବା ଆଳରେ ବଙ୍ଗୀୟ ମହିଳାଙ୍କୁ ଗଣଦୁଷ୍କର୍ମ । ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ବଙ୍ଗୀୟ ମହିଳାଙ୍କୁ ଭଡ଼ା ଘରେ ଗଣଦୁଷ୍କର୍ମ ହୋଇଛି । ବନ୍ଧକ ରଖି ଭୟଭୀତ କରାଇ ମହିଳାଙ୍କ ସହ

ହଠାତ୍ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧୦ କୋଟି ଟଙ୍କା,ଫେରାଇବାକୁ ବ୍ୟାଙ୍କର ଦ୍ୱାରସ୍ଥ ହେଲେ ମହିଳା

ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍ କୋଟି କୋଟି ଟଙ୍କା ଆସିଯିବା କଥା ଆପଣ ବୋଧହୁଏ ଶୁଣିଥିବେ, କିନ୍ତୁ ଉତ୍ତର ପ୍ରଦେଶର ମୈନପୁରୀରେ ଜଣେ ମହିଳାଙ୍କ ସହ ଯାହା ଘଟିଲା, ତାହା ସମସ୍ତଙ୍କୁ ଚକିତ କରିଦେଇଛି। ନିକଟରେ ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟରେ ପ୍ରାୟ ୧୦ କୋଟି ଟଙ୍କା ଭୁଲ୍‌ରେ କ୍ରେଡିଟ୍

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ

ଅନେକ ଲୋକ ମଲ୍ କିମ୍ବା ସ୍ଥାନୀୟ ଦୋକାନରେ ପେମେଣ୍ଟ କରିବା ପାଇଁ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ କିମ୍ବା UPI ବ୍ୟବହାର କରନ୍ତି। ଏବେ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ ସମ୍ବନ୍ଧୀୟ ଏକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରତିଷ୍ଠିତ କଠୋର ପ୍ରମାଣୀକରଣ