ମନଇଚ୍ଛା ନେଇପାରିବେନି SIM! ୨୪ରୁ ସରକାରଙ୍କ କଡ଼ା ଆକ୍ସନ୍
ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ ଏହା ନିଶ୍ଚିତ କରିବାକୁ ପଡ଼ିବ ଯେ ସେମାନଙ୍କ ଗ୍ରାହକମାନେ ଯେପରି ନିଜ ନାମରେ ସ୍ଥିରୀକୃତ ସୀମାରୁ ଅଧିକ ସିମ୍ କାର୍ଡ ନ!-->…