କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ କରାଗଲା ଏଞ୍ଜିଓପ୍ଲାଷ୍ଟି, ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ବିଜେପି ନେତା ଜେପି ନଡ୍ଡାଙ୍କ ଦିଲ୍ଲୀ ଏମ୍ସରେ ଏଞ୍ଜିଓପ୍ଲାଷ୍ଟି କରାଯାଇଛି । ନଡ୍ଡାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି । ତାଙ୍କୁ କାର୍ଡିଓଲୋଜି ବିଭାଗରେ ଡାକ୍ତରଙ୍କ ନିରୀକ୍ଷଣରେ ରଖାଯାଇଛି । ଉଲ୍ଲେଖନୀୟ ଯେ ଶ୍ରୀ!-->…