ବନ୍ୟାଞ୍ଚଳ ବୁଲିବେ BJDର ୩ ବରିଷ୍ଠ ନେତା
ଭୁବନେଶ୍ଵର (ରାଜ୍ୟ କାହାଣୀ )ବାଲେଶ୍ୱର, ଭଦ୍ରକ, ଯାଜପୁରରେ ବନ୍ୟା ସ୍ଥିତି ଗମ୍ଭୀର ।ବନ୍ୟା ମୁକାବିଲା ପାଇ ପାଇଁ ଏହି ୩ ଜିଲ୍ଲାକୁ ୩ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ପଠାଯାଇଛି । ବନ୍ୟାଞ୍ଚଳରେ ଏବେ ବି ବହୁ ଗାଁ ପାଣି ଘେରରେ ରହିଛି । ଅନେକ ସ୍ଥାନରେ ରାସ୍ତାରେ ପାଣି ଚାଲୁଛି ।ତେବେ!-->…