୧୭ ମନୋନୀତ ପୋଲିସ ଅଧିକାରୀ/କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ସ୍ୱାଧୀନତା ଦିବସରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନରେ ୧୭ ମନୋନୀତ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । । ୫ ଜଣଙ୍କୁ ସାହାସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୧୦ ଜଣଙ୍କୁ…

ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ବେଳେ ଟଳିପଡ଼ିଲେ ଭକ୍ତ

ଭୁବନେଶ୍ଵର (ରାଜ୍ୟ କାହାଣୀ )ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା ।ମହାପ୍ରଭୁଙ୍କ ଦର୍ଶନ କରୁଥିବା ବେଳେ ଅସୁସ୍ଥ ହୋଇ ପଡିଲେ ଜଣେ ଭକ୍ତ । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ତାଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ମୃତ ଘୋଷଣା କଲେ ଡାକ୍ତର । ମୃତକ ହେଉଛନ୍ତି ଯାଜପୁର ଅଲାରପୁର…

ଓଡ଼ିଶାରେ ସଶକ୍ତ ହେବ ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥା: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ଵର (ରାଜ୍ୟ କାହାଣୀ ) ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପାଣିପାଗ ସୂଚନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାର ବଡ଼ ପଦକ୍ଷେପ ନେଉଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଅନୁଯାୟୀ, ଓଡ଼ିଶାରେ ବର୍ତ୍ତମାନ ଦୁଇଟି ଡପଲର୍…

ରାଜ୍ୟରେ ନାହିଁ ବନ୍ୟାସ୍ଥିତି : ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ଵର (ରାଜ୍ୟ କାହାଣୀ )ରାଜ୍ୟରେ ବର୍ତ୍ତମାନ କୌଣସି ବନ୍ୟା ପରିସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ଗତ କିଛି ଦିନର ବର୍ଷା ପରେ ବୈତରଣୀ ଓ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲେ ମଧ୍ୟ ଏବେ ତାହା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି…

ସମସ୍ତ ପଞ୍ଜିକୃତ ଚାଷୀଙ୍କୁ ମିଳିବ ଟୋକନ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର (ରାଜ୍ୟ କାହାଣୀ) ସମସ୍ତ ପଞ୍ଜିକୃତ ଚାଷୀଙ୍କୁ ମିଳିବ ଟୋକନ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପଞ୍ଜୀକରଣରେ ଏଗ୍ରିଷ୍ଟେକ ଆଇଡିର କୌଣସି ସମ୍ପର୍କ ନାହିଁ । ଚାଷୀଙ୍କୁ ହଇରାଣ କରିବାକୁ ଚାହୁଁ ନାହାନ୍ତି ସରକାର ବୋଲି କହିଛନ୍ତି ମନ୍ତ୍ରୀ ।…

ଜାତୀୟ ପତାକା ଉତ୍ତୋଳନ ବେଳେ ହଠାତ ଅସୁସ୍ଥ ହୋଇ ପଡିଲେ ୬ ଜଣ ଛାତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଜାତୀୟ ପତାକା ଉତ୍ତୋଳନ ବେଳେ ହଠାତ ଅସୁସ୍ଥ ହୋଇ ପଡିଲେ ୬ ଜଣ ଛାତ୍ରୀ । ସମସ୍ତେ ତଳେ ଗଡ଼ିଯାଇ ଅସ୍ବାଭାବିକ ଆଚରଣ ଦେଖାଉଛନ୍ତି। କାହାକୁ କିଛି ସ୍ପଷ୍ଟ ଭାବେ କହିପାରିଲେ ନାହିଁ ଏବଂ ସେମାନଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଅସ୍ବାଭାବିକ ଭାବେ ଥରିବାକୁ ଲାଗିଲା।…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ

ଦେଶ ଆଜି ପାଳୁଛି ୮୦ ତମ ସ୍ୱାଧୀନତା ଦିବସ। ୧୯୪୭ ମସିହାରେ ସ୍ୱାଧୀନତା ପାଇବା ପରଠାରୁ, ଦେଶର ମୁଖ୍ୟ ଉତ୍ସବ ପ୍ରତିବର୍ଷ ଲାଲକିଲ୍ଲାରେ ଅନୁଷ୍ଠିତ ହୋଇ ଆସୁଛି। ଲାଲକିଲ୍ଲାରେ ଚଳିତ ବର୍ଷର ସ୍ୱାଧୀନତା ଦିବସ ପାଳନ ଅନେକ ଦୃଷ୍ଟିରୁ ଐତିହାସିକ। ପ୍ରଥମ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ…

ଚାକିରୀ ଆଶାୟୀଙ୍କ ଖୁସି ଖବର ।ଓସିଏସ ପରୀକ୍ଷା ନିୟମ କୋହଳ

ଭୁବନେଶ୍ଵର (ରାଜ୍ୟ କାହାଣୀ) ଓପିଏସସି ସିଭିଲ ସର୍ଭିସ ପରୀକ୍ଷୀ ଆଶାୟୀଙ୍କ ପାଇଁ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ ଘୋଷଣା କରିଛନ୍ତି । ଓସିଏସ ପରୀକ୍ଷା ନିୟମ କୋହଳ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସର୍ବାଧିକ ୬ଟି ସୁଯୋଗକୁ ଉଠାଇଦେବାକୁ ଘୋଷଣା କରାଯାଇଛି । ବର୍ତ୍ତମାନ…

ମୋଦୀଙ୍କ ଉଦବୋଧନରେ AIଠୁ ଆତ୍ମନିର୍ଭରତାର ଝଲକ

ସାରା ଭାରତ ପାଳନ କରୁଛି ୮୦ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହାସହ ସେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ବଡ଼ ଘୋଷଣା…

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର (ରାଜ୍ୟ କାହାଣୀ )୮୦ତମ ସ୍ଵାଧୀନତା ଦିବସ ପାଳନ କରୁଛି ଦେଶ। ଆଜି ସ୍ଵାଧୀନ ଭାରତର ଗୌରବମୟ ଯାତ୍ରାରେ ଏକ ସ୍ଵର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଛି। ଏହି ଅବସରରେ ଶୁଭେଚ୍ଛା ଜଣାଇଲେ ବିରୋଧି ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବାଧୀନତା ଦିବସରେ ସବୁଙ୍କୁ…