ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌  ଘଟଣା, ନିଶାସେବନରେ ୭ କଏଦୀ ଅସୁସ୍ଥ

ଭୁବନେଶ୍ଵର(ରାଜ୍ୟ କାହାଣୀ) ବ୍ରାଉନ୍‌ସୁଗାର୍‌ ଖାଇ ୭ କଏଦୀ ଅସୁସ୍ଥ । ଭୁବନେଶ୍ବର ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଅଭାବନୀୟ ଘଟଣା । ୩ ଜଣ ଗୁରୁତର ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ୨ ଜଣଙ୍କ

ଜୁଲାଇ  ୪ ତାରିଖରେ ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ଵର(ରାଜ୍ୟ କାହାଣୀ )ଜୁଲାଇ  ୪ ତାରିଖରେ ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଏକାଧିକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେନେଇ ସରକାରୀ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି। ସମବାୟ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ରହିଛି । ଅମିତ୍ ଶାହଙ୍କ ଗସ୍ତ

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ପଳାତକ ହୀରା ବ୍ୟବସାୟୀ ନୀରବ ମୋଦୀଙ୍କୁଲଣ୍ଡନ ହାଇକୋର୍ଟର ଶକ୍ତ ଧକ୍କା । ବ୍ୟାଙ୍କ ଅଫ୍ ଇଣ୍ଡିଆ ସପକ୍ଷରେ ରାୟ ଶୁଣାଇ ବ୍ରିଟେନର ଏହି ଅଦାଲତ ନୀରବଙ୍କୁ ବ୍ୟାଙ୍କର ୧୦.୭ ମିଲିୟନ ଡଲାର ଅର୍ଥାତ ପ୍ରାୟ ୧୦୦ କୋଟିରୁ ଅଧିକ ଟଙ୍କାର ଋଣ ପରିଶୋଧ କରିବା ପାଇଁ ଦାୟୀ କରିଛନ୍ତି ।ଏହି ପରିମାଣ

ପୁରୀରେ ହୋଟେଲ୍‌ ମାଲିକକୁ ହତ୍ୟା ; ଅଭିଯୁକ୍ତକୁ ପୁଲିସର ଏନ୍‌କାଉଣ୍ଟର

ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା , ଅଭିଯୁକ୍ତ ଚନ୍ଦନ ପଲାରକୁ ପୁଲିସ୍‌ର ଏନ୍‌କାଉଣ୍ଟର । ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି । ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ହତ୍ୟାକାଣ୍ଡ ।ଗତକାଲି ବଳିଆପଣ୍ଡା ଥାନା ଅଞ୍ଚଳରେ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ ହୋଇଥିଲା । ହୋଟେଲ ମାଲିକ

ଗାଡ଼ି ମାଲିକଙ୍କ ପାଇଁ ବଡ଼ ଖବର। ଆଗକୁ ନୂଆ BS6 ଗାଡ଼ି ପାଇଁ ୩ ବର୍ଷ ରହିପାରେ PUCC ଭ୍ୟାଲିଡିଟି

ବର୍ତ୍ତମାନ କେନ୍ଦ୍ର ସରକାରBS6ଇଞ୍ଜିନ୍ ଥିବା ଗାଡ଼ିଗୁଡ଼ିକ ପାଇଁ 'ପଲ୍ୟୁସନ ଅଣ୍ଡର କଣ୍ଟ୍ରୋଲ୍ ସାର୍ଟିଫିକେଟ୍' ର ବୈଧତା ୧ ବର୍ଷରୁ ବୃଦ୍ଧି କରି୩ ବର୍ଷକରିବା ନେଇ ବିଚାର କରୁଛନ୍ତି। ୧ ଏପ୍ରିଲ୍ ୨୦୨୦ ପରେ କିଣାଯାଇଥିବା ଯାନବାହାନ ପାଇଁ ଏହି ନିୟମ ଲାଗୁ ହେବ, କିନ୍ତୁ ପୁରୁଣା

ସ୍ଥାୟୀ ନଗରୀକରଣ ଓ ଭବିଷ୍ୟତମୁଖୀ ସହର ବିକାଶ ଉପରେ ଆଲୋଚନା

ଭୁବନେଶ୍ୱର, ରାଜ୍ୟ କାହାଣୀ:ଓଡ଼ିଶାରେ ସ୍ଥାୟୀ ନଗରୀକରଣ, ଜଳବାୟୁ-ସହନଶୀଳ ନଗର ବ୍ୟବସ୍ଥା ଏବଂ ଭବିଷ୍ୟତମୁଖୀ ସହର ବିକାଶ ପାଇଁ ରଣନୀତି ପ୍ରସ୍ତୁତି ଉଦ୍ଦେଶ୍ୟରେ ଓଡ଼ିଶା ଅର୍ବାନ ଏକାଡେମୀ ପକ୍ଷରୁ ଆଜି ବିଶିଷ୍ଟ ସହରାଞ୍ଚଳ ଶାସନ ବିଶେଷଜ୍ଞ ତଥା ପ୍ରଶାସନିକ ଓ ଶାସନ ସଂସ୍କାର କମିଟିର

ଏଲ୍-ନିନୋ ମୁକାବିଲା ପାଇଁ ସରକାରଙ୍କ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସୁଛି ଏଲ୍ ନିନୋ । ଏହାର ପ୍ରଭାବରେ ସାରା ଦେଶରେ ବର୍ଷାର ପରିମାଣ କମ୍ ରହିବ । ଫଳରେ ଖରିଫ୍ ଋତୁରେ ଚାଷୀ ଓ ଚାଷ ଉପରେ ଏହାର ପ୍ରଭାବ ପଡ଼ିବ ବୋଲି କିଛିମାସ ହେବ ପାଣିପାଗ ବିଭାଗ ଚେତାବନୀ ଦେଇଛି । ଏହାର ମୁକାବିଲା ପାଇଁ କେନ୍ଦ୍ର ସରକାର ଏକ ପ୍ରସ୍ତୁତି

ଜୁଲାଇ ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ସାରା ରାଜ୍ୟକୁ ଛୁଇଁଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା ।ଏଥର କେରଳ ଛୁଇଁବାର ୮ ଦିନ ପରେ ଓଡ଼ିଶାରେ

ଏକ ସପ୍ତାହ ପରେ ଫେରିଲା ଟେଲିଗ୍ରାମ ,ଏବେବି ଲାଗୁ ଅଛି ଅନେକ ପ୍ରତିବନ୍ଧକ

ଏକ ସପ୍ତାହ ପରେ ଫେରିଲା ଟେଲିଗ୍ରାମ । ସରକାରଙ୍କ ଦ୍ଵାରା ନିର୍ଦ୍ଧାରିତ ହୋଇଥିବା ସମୟସୀମା ସରିବା ପରେ ଜୁନ୍ ୨୨ ମଧ୍ୟରାତ୍ରିରେ ଗୁଗଲ ଟେଲିଗ୍ରାମ ଉପରୁ ପ୍ରତିବନ୍ଧକ ହଟାଇଛି । ତେବେ ଆପଲ ଆପ୍ ଷ୍ଟୋରରେ ଟେଲିଗ୍ରାମ ସକାଳ ୧୦ଟା ସୁଦ୍ଧା ଡିଲିଷ୍ଟେଡ୍ ଥିଲା । ତେବେ ଆପ୍‌ ରୁ ଏବେ ସୁଦ୍ଧା

ଏବର୍ଷ ସାର ଯୋଗାଣରେ କୌଣସି ଅସୁବିଧା ହେବ ନାହିଁ : ପ୍ରଦୀପ ବଳ ସାମନ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ| ଏହା ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ରହିଥିବା ବେଳେ ଚାଷୀମାନଙ୍କ ଆବଶ୍ୟକତା ପୂରଣ ପାଇଁ ସରକାର ସମ୍ପୂର୍ଣ୍ଣ