ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି ଏହି ୬ଟି ଜିଲ୍ଲାରେ ବିଶେଷ ନଜର…

ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା

ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା | ନଡ୍ଡାଙ୍କୁ ଅଗଷ୍ଟ ୧୩ ତାରିଖ (ଗୁରୁବାର) ସନ୍ଧ୍ୟାରେ ଭର୍ତ୍ତି କରାଯିବା ପରେ ତାଙ୍କର କରୋନାରୀ ଆଞ୍ଜିଓଗ୍ରାଫି କରାଯାଇଥିଲା। ସେ ବର୍ତ୍ତମାନ ସ୍ଥିର ଅଛନ୍ତି ଏବଂ ତାଙ୍କୁ ଏମ୍ସର ହୃଦରୋଗ…

IPS ସଞ୍ଜୀବ ପଣ୍ଡାଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଘୋଷଣା ହେଲା ବିଶିଷ୍ଟ ପୋଲିସ୍ ସେବା ପୁରସ୍କାର ୨୦୨୬। ଓଡ଼ିଶାର ୧୭ ଜଣଙ୍କୁ ମିଳିବ ପୋଲିସ୍ ସେବା ପୁରସ୍କାର। IPS ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ । ବିଶିଷ୍ଟ ସେବା ପାଇଁ ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ । ୧୯୯୪ ବ୍ୟାଚ୍ ର ବରିଷ୍ଠ IPS, ନକ୍ସଲ…

ଯାଜପୁର,ଭଦ୍ରକ ବାଲେଶ୍ଵର ଜିଲ୍ଲାରେ ପୁଣି ବନ୍ୟା ସ୍ଥିତି

ଭୁବନେଶ୍ୱର (ରାଜ୍ୟ କାହାଣୀ )ଯାଜପୁର,ଭଦ୍ରକ ବାଲେଶ୍ଵର ଜିଲ୍ଲାରେ ପୁଣି ବନ୍ୟା ସ୍ଥିତି । ବୈତରଣୀରେ ପୁଣି ବନ୍ୟା ଜଳ ବଢ଼ିଛି । ସିନିୟର ଅଫିସର ନିୟୋଜିତ ଅଛନ୍ତି । ବୁଢାବଳଙ୍ଗରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ସ୍ଵତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ସୂଚନା ଦେଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା, ଓଡ଼ିଶାର ମୋଟ୍ ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର

ଭୁବନେଶ୍ୱର (ରାଜ୍ୟ କାହାଣୀ )ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା ହୋଇଛି। ସ୍ୱାଧୀନତା ଦିବସ ଅବସରରେ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଏବଂ ସିଭିଲ ଡିଫେନ୍ସ ଏବଂ ସଂଶୋଧନ ସେବାରେ ମୋଟ ୧୦୫୭ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକ ପ୍ରଦାନ କରାଯାଇଛି।୫…

ବିମାନ ବାତିଲକୁ ନେଇ ହଙ୍ଗାମା, ଭଙ୍ଗାରୁଜା କଲେ ମହିଳା ଯାତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭୁବନେଶ୍ୱର ବିମାନବନ୍ଦରରେ ମହିଳାଙ୍କ ଯାତ୍ରୀଙ୍କ ଅସନ୍ତୋଷ। ଇଣ୍ଡିଗୋ ବିମାନ ବିଳମ୍ବ ଓ ବାତିଲକୁ ନେଇ ଅସନ୍ତୋଷ ଝାଡ଼ିଲେ ମହିଳା ଯାତ୍ରୀ।ସକାଳୁ ସକାଳୁ ବିମାନବନ୍ଦରରେ ଏଭଳି ହାଇଡ୍ରାମା ଦେଖିବାକୁ ମିଳିଛି। କଲିକତାକୁ ଉଡାଣ ଭରିବାକୁ ଥିବା ବିମାନ ୩ଘଣ୍ଟା…

ମାତ୍ର ୩ ଫୁଟ୍‌; KBCରେ ଛୋଟ ଡାକ୍ତରଙ୍କ ବଡ଼ କାହାଣୀ

ଅମିତାଭ ବଚ୍ଚନଙ୍କ ଶୋ’ ‘କୌନ ବନେଗା କରୋଡପତି’ର ସିଜନ -୧୮ ନିକଟରେ ଆରମ୍ଭ ହୋଇଛି। ଉକ୍ତ ଶୋ’ର ଲାଟେଷ୍ଟ ଏପିସୋଡରେ ବିଶ୍ୱର ସବୁଠୁ କମ୍ ଉଚ୍ଚତାର ଡାକ୍ତର ଗଣେଷ ବରୈୟା ପହଞ୍ଚି ଥିଲେ। ଗୁଜରାଟର ଭାବନଗର ଜିଲ୍ଲାର ଗୋରଖି ଗାଁର ଗଣେଶ ବରୈୟା । ତାଙ୍କ ଉଚ୍ଚତା ମାତ୍ର ୩ ଫୁଟ୍‌ । ଛୋଟ କଦ…

FSSAIକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ପ୍ୟାକେଜ୍‌ ଫୁଡ ପ୍ରଡକ୍ଟରେ ସତର୍କ ସୂଚନା ଦେବାକୁ ନିର୍ଦ୍ଦେଶ

ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ ଚେତାବନୀ ସୂଚକ ଚିହ୍ନ) ନ ଲଗାଇବାକୁ ନେଇ ଗୁରୁବାର ସୁପ୍ରିମକୋର୍ଟ FSSAI ଓ କେନ୍ଦ୍ର ସରକାରଙ୍କୁ…

ବଙ୍ଗୋପସାଗରରେ ଅବପାତ, ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା

ବଙ୍ଗୋପସାଗରର ପଶ୍ଚିମବଙ୍ଗ ଉପକୂଳରେ ଅବପାତ । ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୩ଦିନ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଭୀଷଣ ବର୍ଷା ପାଇଁ ସୁନ୍ଦଗରଡ଼ ଓ କେନ୍ଦୁଝର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ରାଜ୍ୟରେ ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ମାଷ୍ଟର ପ୍ଲାନ

ରାଜ୍ୟରେ ଦିନକୁ ଦିନ ଖରାପ ହେଉଛି ବାୟୁମାନ । ଏକ କି ଦୁଇଟି ନୁହେଁ, ରାଜ୍ୟର ଏକାଧିକ ସହରରେ ଏକ୍ୟୁଆଇ ୩୦୦ ପାର କରୁଥିବା ଚିନ୍ତାର କାରଣ ପାଲଟିଛି । ବିଶେଷକରି ଭୁବନେଶ୍ୱର, କଟକ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ରାଉରକେଲା ଓ ତାଳଚେର ଭଳି ସହରରେ ପ୍ରଦୂଷଣ ସ୍ଥିତି ଗୁରୁତର ହେଉଛି ।ଏଭଳି…