ଆଜି ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର (ରାଜ୍ୟ କାହାଣୀ )ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ବୁଧବାରକୁ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ବର୍ଷା ପ୍ରକୋପ ବଢ଼ିବ ରାଜ୍ୟରେ । ଆସନ୍ତା ୫-୬ ଦିନ ଧରି ବର୍ଷା ଲାଗି ରହିବ ବିଭିନ୍ନ ଅଞ୍ଚଳରେ । ୧୭ ଅଗଷ୍ଟ ପର୍ଯ୍ୟନ୍ତ ଓଡ଼ିଶାରେ ବ୍ୟାପକ ବର୍ଷାର!-->…