ବାହା ହେଲେ ପର୍ତ୍ତୁଗାଲର ଷ୍ଟାର ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋ
ବାହା ହେଲେ ପର୍ତ୍ତୁଗାଲର ଷ୍ଟାର ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋ |ରୋନାଲ୍ଡୋ ବହୁଦିନର ବାନ୍ଧବୀ ଜର୍ଜିନା ରଡ୍ରିଗ୍ସଙ୍କୁ ଆନୁଷ୍ଠାନିକ ଭାବେ ଜୀବନସାଥୀ କରିଛନ୍ତି । ମଙ୍ଗଳବାର କାସାଇସ୍ରେ ଗୋପନୀୟ ଭାବେ ଏକ ନିରାଡମ୍ବର ଉତ୍ସବରେ ରଡ୍ରିଗ୍ସଙ୍କ ସହ ବିବାହବନ୍ଧନରେ ଆବଦ୍ଧ ହୋଇଛନ୍ତି!-->…