ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ

ତାମିଲନାଡୁ ବିଧାନସଭାରେ ବିଜୟଙ୍କ ଫିଲ୍ମି ଆକ୍ସନ୍ । ମୁଖ୍ୟମନ୍ତ୍ରୀ ସି ଜୋସେଫ ବିଜୟ ପୂର୍ବତନ ସିଏମ ଏମ. କେ. ଷ୍ଟାଲିନଙ୍କ ଭାଇରଲ୍ ହାତ ଠାରକୁ ନକଲ କରିଛନ୍ତି । ଯାହାକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଛି । ଭାଷଣ ଚାଲିଥିବା ସମୟରେ ଯେତେବେଳେ ବିଜୟ ଡିଏମକେ (DMK) ସରକାରଙ୍କ

ମହାପ୍ରଭୁ ଦର୍ଶନ-  ପୁରୀବୀସୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା 

ରଥଯାତ୍ରା ଦ୍ୱିତୀୟ ସମନ୍ୱୟ ବୈଠକ ଶେଷ । ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । ପୁରୀ ସହରବାସୀଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ସୁଗମ ପାଇଁ ପଦକ୍ଷେପ ନିଆଯାଇଛି । ଓକାକ ସହଯୋଗରେ ହେଉଥିବା ସୁବିଧା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି : ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ଆଖି ବୁଜିଲେ ଆଉ ଦୁଇ ଜଣ ଓଡ଼ିଆ। କେନ୍ଦୁଝର ଜିଲ୍ଲାର ସଜନୀ ଜୁଆଙ୍ଗଙ୍କର ମୃତ୍ୟୁ ହୋଇଛି। ଆଜି ସକାଳୁ ଜାମୁନି ଜୁଆଙ୍ଗଙ୍କର ବି ମୃତ୍ୟୁ ହୋଇଥିଲା । ଏହାସହ ଗ୍ୟାସ୍ ଟ୍ରାଜେଡି ଘଟଣାରେ ଓଡ଼ିଆଙ୍କ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି।

ଭାରତୀୟ ରେଲୱେର ମଞ୍ଜୁରି, ପୂର୍ବତଟ ରେଲୱେର ୬୩୧ କିଲୋମିଟରରେ ଲାଗିବ ‘କବଚ’

ଭୁବନେଶ୍ୱର (ରାଜ୍ୟକାହାଣୀ )ପୂର୍ବତଟ ରେଳପଥ ପରିସୀମାରେ ୬୩୧କିମି ରୁଟ୍‌ରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କବଚ ସୁରକ୍ଷା କାର୍ଯ୍ୟକାରୀ କରିବା ଲାଗି ରେଳ ମନ୍ତ୍ରଣାଳୟ ୨୭୦ କୋଟି ଟଙ୍କା ମଞ୍ଜୁର କରିଛି । କବଚ ବ୍ୟବସ୍ଥା ଲାଗୁ ହେଲେ, ଗୋଟିଏ ଧାରଣାରେ ଦୁଇଟି ଟ୍ରେନ୍ ଧକ୍କା ହେବାର

ବିଦ୍ୟୁତ ଚାହିଦା ବୃଦ୍ଧିରେ ଦେଶରେ ୧୬ତମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଗତ କିଛି ବର୍ଷ ମଧ୍ୟରେ ସମଗ୍ର ଦେଶରେ ଶିଳ୍ପାୟନ, ସହରୀକରଣ ଏବଂ ଘରୋଇ ବ୍ୟବହାର ବଢ଼ିବା ସହିତ ବିଦ୍ୟୁତର ସର୍ବୋଚ୍ଚ ଚାହିଦା ବେଶ୍ ବୃଦ୍ଧି ପାଇଛି। କେନ୍ଦ୍ରୀୟ ବିଦ୍ୟୁତ କର୍ତ୍ତୃପକ୍ଷ ଏବଂ ଇଣ୍ଡିଆ ଗ୍ରୀଡ୍‌ ପକ୍ଷରୁ ପ୍ରକାଶିତ ସଦ୍ୟତମ ତଥ୍ୟ ଅନୁଯାୟୀ, ଗତ ୫

ବଦଳିଲା ସୂଚୀ , ୨୮ରେ ଆରଆଇ, ୫ରେ ଓଟିଇଟି

ଭୁବନେଶ୍ୱର (ରାଜ୍ୟକାହାଣୀ )ଗୋଟିଏ ଦିନରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବଢ଼ୁଥିବା ଚିନ୍ତାର ଅବସାନ ଘଟିଛି । ଆରଆଇ ପରୀକ୍ଷାର ତାରିଖରେ ପରିବର୍ତ୍ତନ କରାଯାଇଛି । ନୂତନ ସୂଚୀ ଅନୁସାରେ, ଜୁନ୍ ୨୮ରେ ଆରଆଇ ପରୀକ୍ଷା ଆୟୋଜିତ ହେବ । ଅନ୍ୟପଟେ, ଜୁଲାଇ

TET ପାସ୍ କରିବା ଅବଧି ୨ ରୁ ୩ ବର୍ଷକୁ ବୃଦ୍ଧି

ଟିଇଟି ପାସ୍ ଶିକ୍ଷକଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି । ଟିଇଟି ଯୋଗ୍ୟତା ହାସଲ ପାଇଁ ଥିବା ସମୟସୀମାକୁ ଆଉ ଏକ ବର୍ଷ ବଢ଼ାଇଛନ୍ତି ସରକାର । ପୂର୍ବରୁ ୨୦୨୭ ଅଗଷ୍ଟ ୩୧ ସୁଦ୍ଧା ଟିଇଟି ଯୋଗ୍ୟତା ହାସଲ କରିବାର ନିୟମ ଥିବାବେଳେ, ବର୍ତ୍ତମାନ ଏହାକୁ ବଢ଼ାଇ ୨୦୨୮ ଅଗଷ୍ଟ ୩୧ ପର୍ଯ୍ୟନ୍ତ

ଜୁଲାଇ ୯ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଓଡ଼ିଶା ଆସିବେ ଉପରାଷ୍ଟ୍ରପତି । ଜୁଲାଇ ୯ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ।ଭୁବନେଶ୍ୱରରେ ଅନୁଷ୍ଠିତ OUAT କାର୍ଯ୍ୟକ୍ରମରେ ସାମିଲ ହେବେ । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ ଯୋଗଦେବାର ସୂଚନା

ମୋଦୀ ସରକାରଙ୍କ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଆନଙ୍କ ଇସ୍ତଫା

ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିୟାନ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ସେ ମଙ୍ଗଳବାର ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ତାଙ୍କୁ ସଂଖ୍ୟାଲଘୁ ଏବଂ ମତ୍ସ୍ୟ ପାଳନ ଦାୟିତ୍ୱ ମିଳିଥିଲା । ଏହି ମନ୍ତ୍ରାଳୟରେ ସେ କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଭାବେ ଦାୟିତ୍ୱ

ବିବାହିତା ଝିଅ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ପାଇବାକୁ ହକଦାର: ଓଡିଶା ହାଇକୋର୍ଟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ହାଇକୋର୍ଟ ଅନୁକମ୍ପାମୂଳକ ନିଯୁକ୍ତିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। କେବଳ ‘ବିବାହିତ ଝିଅ’ ହୋଇଥିବା କାରଣରୁ ଜଣେ ମହିଳାଙ୍କ ଅନୁକମ୍ପାମୂଳକ ନିଯୁକ୍ତି ଆବେଦନକୁ ଖାରଜ କରାଯାଇପାରିବ ନାହିଁ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି।