ଏଗ୍ରିଷ୍ଟେକ୍ ID ପାଇଁ ଚାଷୀଙ୍କ ପାଖକୁ ଯିବେ ଅଧିକାରୀ, ମିଳିବ ସ୍ୱତନ୍ତ୍ର ପରିଚୟ ପତ୍ର
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟର ଚାଷୀଙ୍କୁ ଏବେ ମିଳିବ ଏକ ନୂଆ ପରିଚୟ । ଆଧାର କାର୍ଡ ଭଳି ପ୍ରତ୍ୟେକ ଚାଷୀଙ୍କ ପାଇଁ ଏକ ସ୍ୱତନ୍ତ୍ର 'ଏଗ୍ରିଷ୍ଟେକ (Agristack) ID' ପ୍ରସ୍ତୁତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି ।ଯେଉଁ ଚାଷୀମାନେ ସମବାୟ ସଂସ୍ଥାକୁ ଆସିପାରିବେ ନାହିଁ, ସେମାନଙ୍କ!-->…