ସାର କଳାବଜାରୀ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର (ରାଜ୍ୟ କାହାଣୀ )ସାର କଳାବଜାରୀ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ । କଳାବଜାରୀ ରୋକିବା ପାଇଁ ଗଠନ ହୋଇଛି ଏନଫୋର୍ସମେଣ୍ଟ ଟିମ ।ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି । ରାଜ୍ୟରେ ମୋଟ ୨ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ସେଥିରୁ ୨ ଲକ୍ଷ!-->…