ଅଗଷ୍ଟ ୧୩ରେ ଲଘୁଚାପ : ପୂର୍ବ ଓ ଉତ୍ତର ଓଡିଶାରେ ଜଳ ପ୍ରଳୟ
ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଏବେ ଦେଶର ବିଭିନ୍ନ ପ୍ରାନ୍ତରେ ମୌସୁମୀ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା, ଉତ୍ତର ପ୍ରଦେଶ, ବିହାର, ଦିଲ୍ଲୀ-ଏନସିଆର ଏବଂ ରାଜସ୍ଥାନ ସମେତ ୧୬ଟି!-->…